ଗୋଟିଏ ଦିନ ବଢ଼ିଲା କଟକ ବାଲିଯାତ୍ରା

ଭୁବନେଶ୍ଵର : କଟକର ଐତିହାସିକ ବାଲିଯାତ୍ରା କାର୍ତ୍ତିକ ପୂର୍ଣ୍ଣିମାରୁ ଆରମ୍ଭ ହୋଇଥିଲା। ଆଜି ଥିଲା ଶେଷଦିନ। କିନ୍ତୁ ସାଧାରଣ ଲୋକଙ୍କ ଉତ୍ସାହ ଓ ଆଗ୍ରହକୁ ଦୃଷ୍ଟିରେ ରଖି ବାଲିଯାତ୍ରା ଅବଧିକୁ ଆଉ ଗୋଟିଏ ଦିନ ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ପାଇଁ ଜିଲ୍ଲା ପ୍ରଶାସନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

Leave a Reply

Your email address will not be published. Required fields are marked *

Back to top button