Thu. Jun 27th, 2019
48 views

ରଜ ପାଇଁ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ହାର୍ଦ୍ଦିକ ଶୁଭେଚ୍ଛା

ସେୟାର କରନ୍ତୁ:-

ଭୁବନେଶ୍ୱର : ରଜ ଉପଲକ୍ଷେ ଶୁକ୍ରବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କ ସୁଖ ଓ ସମୃଦ୍ଧି କାମନା କରି ଅଭିନନ୍ଦନ ଜଣାଇଛନ୍ତି । ସେ ଟୁଇଟ୍‌ କରିଛନ୍ତି ଯେ, ଓଡ଼ିଶାର ଅନନ୍ୟ ସାଂସ୍କୃତିକ ଗଣପର୍ବ ରଜ ଉପଲକ୍ଷେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା । ଆମ ଗୌରବମୟ ପରମ୍ପରାର ପ୍ରତୀକ ଏହି ପର୍ବ ସମାଜରେ ଆନନ୍ଦ, ଉତ୍ସାହ ଓ ଉଲ୍ଲାସ ଭରିଦେଉ। ସମସ୍ତଙ୍କ ସୁଖ ଓ ସମୃଦ୍ଧି କାମନା କରୁଛି।

ସେୟାର କରନ୍ତୁ:-

Leave a Reply

Your email address will not be published. Required fields are marked *