ବାଚସ୍ପତି ପଦରୁ ଇସ୍ତଫା ଦେଲେ ବିକ୍ରମ ଆରୁଖ

ଭୁବନେଶ୍ଵର : ବିଧାନସଭାର ବାଚସ୍ପତି ପଦରୁ ବିକ୍ରମ କେଶରୀ ଆରୁଖ ଇସ୍ତଫା ଦେଇଛନ୍ତି। ସେ ତାଙ୍କର ଇସ୍ତଫା ପତ୍ର ଉପ ବାଚସ୍ପତିଙ୍କ ନିକଟକୁ ପଠାଇ ଦେଇଥିବା ବେଳେ ବ୍ୟକ୍ତିଗତ କାରଣରୁ ଏହି ନିଷ୍ପତ୍ତି ନେଇଥିବା କହିଛନ୍ତି। ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ଆରୁଖ ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଏବେ ଦଳ ତାଙ୍କୁ ଯେଉଁ ଦାୟିତ୍ୱ ଦେବ ସେ ନିଷ୍ଠାର ତୁଲାଇବେ।

Leave a Reply

Your email address will not be published. Required fields are marked *

Back to top button