ଶିକାରୀ ଗୁଳିରେ ବନ କର୍ମଚାରୀଙ୍କ ଜୀବନ ଗଲା

ବାରିପଦା : ଶିକାରୀ ଗୁଳିରେ ଆଉ ଜଣେ ବନ କର୍ମଚାରୀଙ୍କ ଜୀବନ ଗଲା। ଗତକାଲି ରାତିରେ ଏହି ଘଟଣା ଘଟିଥିବା ବେଳେ ଫରେଷ୍ଟର ମାଟି ହାଂସଦାଙ୍କର ମୃତ୍ୟୁ ଘଟିଛି।

ଖବର ଅନୁଯାୟୀ ଶୁକ୍ରବାର ବାରହାକାମୁଡ଼ା ରେଞ୍ଜର ଭାରପ୍ରାପ୍ତ ରେଞ୍ଜର ମାଟି ହାଂସଦା ଗାମଛାଝରଣ ନିକଟରେ ପାଟ୍ରୋଲିଂ କରୁଥିବା ବେଳେ ବିଳମ୍ବିତ ରାତିରେ ଗୁଳିମାଡ଼ ହୋଇଥିଲା। ଏଥିରେ ସେ ପ୍ରାଣ ହରାଇଥିବା ଜଣାପଡିଛି।

Leave a Reply

Your email address will not be published. Required fields are marked *

Back to top button