ସ୍ମୃତି ରଞ୍ଜନ ପ୍ରଧାନ ଗଜପତି ନୂଆ ଜିଲ୍ଲାପାଳ

ଭୁବନେଶ୍ୱର : ରାଜ୍ୟ ସରକାର ଆଜି ଆଇଏଏସ ଅଫିସର ସ୍ତରରେ ଏକ ଛୋଟଧରଣର ବଦଳି କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଗୁରୁବାର ବିଜ୍ଞପ୍ତି ଅନୁଯାୟୀ ଗଜପତିର ନୂଆ ଜିଲ୍ଲାପାଳ ଭାବେ ସ୍ମୃତି ରଞ୍ଜନ ପ୍ରଧାନଙ୍କୁ ନିଯୁକ୍ତି ଦିଆଯାଇଛି। ଗଜପତିର ଜିଲ୍ଲାପାଳ ଥିବା ଲିଙ୍ଗରାଜ ପଣ୍ଡାଙ୍କୁ ସାମାଜିକ କଲ୍ୟାଣ ସହ ମହିଳା ଓ ଶିଶୁ ବିକାଶ ବିଭାଗର ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି।

Leave a Reply

Your email address will not be published. Required fields are marked *

Back to top button