Fri. Sep 20th, 2019

ବିଜେପି ପାଳିବ ରାଷ୍ଟ୍ରୀୟ ଏକତା ଅଭିଯାନ

ଭୁବନେଶ୍ୱର : ରାଷ୍ଟ୍ରର ଏକତାରେ ବାଧା ସୃଷ୍ଟି କରିଥିବା ଜାମ୍ମୁ କାଶ୍ମୀରର ଧାରା ୩୭୦କୁ କେନ୍ଦ୍ର ସରକାର ଉଚ୍ଛେଦ କରିବା ପାଇଁ ନେଇଥିବା ନିଷ୍ପତ୍ତିକୁ ବିଜେପି ରାଷ୍ଟ୍ରୀୟ ଏକତା ଅଭିଯାନ ଭାବେ ପାଳନ କରିବାକୁ ନିଷ୍ପତ୍ତି ନେଇଛି। ଓଡ଼ିଶାର ସମସ୍ତ ୩୦ଟି ଜିଲ୍ଲାରେ ଦଳ ପକ୍ଷରୁ ବୁଦ୍ଧିଜୀବୀ ସମ୍ମିଳନୀ କରାଇ ଧାରା-୩୭୦ ପ୍ରସଙ୍ଗରେ ଲୋକମାନଙ୍କ ସହ ଆଲୋଚନା କରାଯିବ ବୋଲି ସୂଚନା ଦିଆଯାଇଛି।

Leave a Reply

Your email address will not be published. Required fields are marked *