Fri. Nov 15th, 2019

ଅକ୍ଟୋବର ୨ରୁ ସାରା ରାଜ୍ୟରେ ପ୍ଲାଷ୍ଟିକ ବନ୍ଦ

ଭୁବନେଶ୍ୱର: ରାଜ୍ୟରେ ଅକ୍ଟୋବର ୨ରୁ ପ୍ଲାଷ୍ଟିକ୍ ବ୍ୟବହାର ଉପରେ ଏବେ କଟକଣା ଲାଗିବ। ଆଜି ଏହି ସୂଚନା ଦେଇଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ। ସେ କହିଛନ୍ତି ସହରାଞ୍ଚଳ ସମେତ ରାଜ୍ୟର ଅନ୍ୟ ଅଞ୍ଚଳରେ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ୍ ଉପରେ ରୋକ ଲାଗିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ପରେ ଏହାକୁ କାର୍ଯ୍ୟକାରୀ କରାଯିବ। ଏହାପୂର୍ବରୁ ସ୍ୱାଧୀନତା ଦିବସ ଦିନ ପ୍ଲାଷ୍ଟିକ ବ୍ୟାନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲ୍ କିଲ୍ଲାରୁ ଆହ୍ୱାନ କରିଥିଲେ।

Leave a Reply

Your email address will not be published. Required fields are marked *