Sat. Jul 20th, 2019

ପାଟକୁରା : ଉତ୍କଳ କେଶରୀ ପରିଡ଼ା ହେଲେ ବିଜେଡ଼ି ସଂଯୋଜକ

ଭୁବନେଶ୍ୱର: ପାଟକୁରା ନିର୍ବାଚନ ଆଉ ୮ ଦିନ ପରେ ଅନୁଷ୍ଠିତ ହେବ। ଏହା ପୂର୍ବରୁ ବିଜେଡି ସଂଯୋଜକ ଭାବେ ପୂର୍ବତନ ବିଧାୟକ ଉତ୍କଳ କେଶରୀ ପରିଡ଼ାଙ୍କୁ ଶୁକ୍ରବାର ଦଳୀୟ ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଯୁକ୍ତ କରିଛନ୍ତି।

କେନ୍ଦ୍ରାପଡ଼ାର ପୂର୍ବତନ ବିଧାୟକ ପରିଡ଼ା ଗତ ଏପ୍ରିଲରେ ବିଜେପି ଛାଡ଼ି ବିଜେଡିରେ ଯୋଗ ଦେଇଥିଲେ। ପୂର୍ବରୁ ସେ ୨୦୧୪ ସାଧାରଣ ନିର୍ବାଚନ ସମୟରେ ଏନସିପି ଛାଡ଼ି ବିଜେପିରେ ସାମିଲ ହୋଇଥିଲେ।

Leave a Reply

Your email address will not be published. Required fields are marked *