Wed. Nov 20th, 2019

ଅସଦାଚରଣ ଅଭି‌ଯୋଗ: ପ୍ରଧାନଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ ବଦଳି

ଭୁବନେଶ୍ଵର : ବାଲେଶ୍ଵର ଜିଲ୍ଲା ବାଲିଆପାଳ ବ୍ଲକ୍‌ ଜାଠିଆ କୃଷ୍ଣଭାନୁ ଉଚ୍ଚ ବିଦ୍ୟାଳୟରେ ଜଣେ ଶିକ୍ଷୟିତ୍ରୀ ପ୍ରଧାନଶିକ୍ଷକଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଆଣିବା ଘଟଣା‌ରେ ଗଣଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଅଭିଯୋଗ ଆଣିଥିବା ଶିକ୍ଷୟିତ୍ରୀ ଓ ଅଭିଯୁକ୍ତ ପ୍ରଧାନଶିକ୍ଷକଙ୍କୁ ଅନ୍ୟତ୍ର ବଦଳି କରାଯାଇଛି।

Leave a Reply

Your email address will not be published. Required fields are marked *