୧ରୁ ୩ ପୁଣି ବର୍ଷିବ

ଭୁବନେଶ୍ଵର : ବଙ୍ଗୋପସାଗରରୁ ଆସୁଥିବା ଜଳୀୟ ବାଷ୍ପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ କିଛି ଜିଲ୍ଲାରେ ୧ ରୁ ୩ ତାରିଖ ଯାଏଁ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ ରାଜ୍ୟର କେତେକ ଜିଲାରେ ୧ରୁ ୩ ତାରିଖ ଯାଏଁ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିଲେ ହେଁ ଆଗାମୀ ୪ ଦିନ ପାଗ ଶୁଖିଲା ରହିବ। ଏଥିସହ ଆଭ୍ୟନ୍ତରୀଣ ଓଡ଼ିଶାରେ କେତେକ ଜିଲ୍ଲାରେ କୁହୁଡି ହେବ ବୋଲି କୁହାଯାଇଛି।

Leave a Reply

Your email address will not be published. Required fields are marked *

Back to top button