Thu. Nov 14th, 2019

ଆସନ୍ତାକାଲି ଆକାଶମାର୍ଗରୁ ବାତ୍ୟାଞ୍ଚଳ ଦେଖିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଅପରାହ୍ନରେ ଆକାଶମାର୍ଗରୁ ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିବେ। ସନ୍ଧ୍ୟାରେ ଲୋକସେବା ଭବନରେ କ୍ଷୟକ୍ଷତି ଓ ପୁନରୁଦ୍ଧାର କାର୍ଯ୍ୟ ସଂପର୍କରେ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବେ। ସୂଚନାଯୋଗ୍ୟ ବାତ୍ୟା ବୁଲବୁଲ ଯୋଗୁଁ ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଯାଜପୁରର ଚାଷୀ ଅଧିକ ପ୍ରଭାବିତ ହୋଇଛନ୍ତି। ଉପକୂଳ ଓଡ଼ିଶାରେ ବର୍ଷା ତୁଳନାରେ ପବନ ଅଧିକ ହୋଇଥିବାରୁ ବ୍ୟାପକ ଫସଲ ନଷ୍ଟ ହୋଇଛି।

Leave a Reply

Your email address will not be published. Required fields are marked *