Thu. Nov 14th, 2019

କେନ୍ଦ୍ର ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଲେ ଶିବସେନାର ଅରବିନ୍ଦ ସାୱନ୍ତ

ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟି ମହାରାଷ୍ଟ୍ରରେ ସରକାର ଗଠନରୁ ଓହରି ଯିବାପରେ ରାଜ୍ୟପାଳ ଶିବସେନାକୁ ଆମନ୍ତ୍ରଣ କରିଛନ୍ତି। ଏହାଛଡା ଶିବସେନା ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ଅରବିନ୍ଦ ସାୱନ୍ତ କେନ୍ଦ୍ର ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇଥିବା ଜଣାଯାଇଛି। ସେ ଟ୍ବିଟ୍ କରି କେନ୍ଦ୍ର ଭାରୀ ଶିଳ୍ପ ଓ ସାଧାରଣ ଉଦ୍ୟୋଗ ମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା ସୂଚନା ଦେଇଛନ୍ତି। ଏହାପରେ ଶିବସେନା ବିଧିବଦ୍ଧଭାବେ ଏନଡିଏ ଛାଡ଼ିବା ଘୋଷଣା କରିବ ବୋଲି କୁହାଯାଉଛି।

Leave a Reply

Your email address will not be published. Required fields are marked *