ରାଜ୍ୟପାଳ ରଘୁବର ଦାସଙ୍କ ଚାରିଦିନିଆ ଦିଲ୍ଲୀ ଗସ୍ତ : ​‌ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ

ଭୁବନେଶ୍ଵର : ଓଡ଼ିଶାର ରାଜ୍ୟପାଳ ଭାବେ ରଘୁବର ଦାସ ଶପଥ ନେବା ପରେ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଏହି ଅବସରରେ ସୋମବାର ସେ ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତି ଓ ଗୃହମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି। ମଙ୍ଗଳବାର ଉପରାଷ୍ଟ୍ରପତିଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଥିବା ବେଳେ ନଭେମ୍ବର ୮ ତାରିଖରେ ଓଡ଼ିଶା ପ୍ରତ୍ୟାବର୍ତ୍ତନ କରିବେ ବୋଲି ଜଣାପଡିଛି।

Leave a Reply

Your email address will not be published. Required fields are marked *

Back to top button